HOME HOME - Odia News channel

  • Home Page
  • ଲାଇଭ୍ ଟିଭି
  • ବଡ଼ ଖବର
  • ରାଜନୀତି
  • ରାଜ୍ୟ
  • ଦେଶ ବିଦେଶ
  • ଜିଲ୍ଲା
    • ଅନୁଗୁଳ
    • କନ୍ଧମାଳ
    • କୋରାପୁଟ
    • କଟକ
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • ଗଜପତି
    • କଳାହାଣ୍ଡି
    • ଗଞ୍ଜାମ
    • ନବରଙ୍ଗପୁର
    • ରାୟଗଡ଼ା
    • ନୂଆପଡ଼ା
    • ବୌଦ୍ଧ
    • ବରଗଡ଼
    • ସମ୍ବଲପୁର
    • ମୟୂରଭଞ୍ଜ
    • ଭଦ୍ରକ
    • ବାଲେଶ୍ୱର
    • ଖୋର୍ଦ୍ଧା
    • ପୁରୀ
    • ନୟାଗଡ଼
    • ଯାଜପୁର
    • ଜଗତସିଂହପୁର
    • ମାଲକାନଗିରି
    • ଢେଙ୍କାନାଳ
    • ଝାରସୁଗୁଡ଼ା
    • ବଲାଙ୍ଗିର
    • ଦେବଗଡ଼
    • ସୁବର୍ଣ୍ଣପୁର
    • ସୁନ୍ଦରଗଡ଼
  • ଅପରାଧ
  • ଖେଳ
  • ପେଜ୍ ଥ୍ରୀ
  • YouTube LIVE
BADA KHABAR
  • Home
  • ଜିଲ୍ଲା
  • ପୀତବାସ ପଣ୍ଡା ହତ୍ୟାକାଣ୍ଡ, ସାର୍ପ ସୁଟର୍‌ଙ୍କୁ ଉଠାଇଲା ପୋଲିସ୍

ପୀତବାସ ପଣ୍ଡା ହତ୍ୟାକାଣ୍ଡ, ସାର୍ପ ସୁଟର୍‌ଙ୍କୁ ଉଠାଇଲା ପୋଲିସ୍

ଜିଲ୍ଲାବଡ଼ ଖବର
By Bada Khabar Bureau On Oct 16, 2025
Share FacebookTwitterWhatsAppEmailTelegramPrint

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣା । ପୁଲିସ ହାତରେ ସାର୍ପସୁଟର ଧରାପଡିଥିବା ସୂଚନା ମିଳୁଛି । ବିହାରରୁ ୨ ଜଣଙ୍କୁ ଉଠାଇ ଆଣିଛି ବ୍ରହ୍ମପୁର ପୁଲିସ । ଏପଟେ ଅନ୍ୟ ଜଣେ ମଦ ବ୍ୟବସାୟୀଙ୍କୁ ଅଟକ ରଖି ମଧ୍ୟ ଘନ ଘନ ଜେରା କରାଯାଉଥିବା ସୂଚନା ମିଳିଛି । ହତ୍ୟାକାଣ୍ଡ ପଛରେ ବିହାର ଲିଙ୍କ୍‌ ଥିବା ପୂର୍ବରୁ ସନ୍ଦେହ କରିଛି ପୁଲିସ । ବିହାରୀ ବନ୍ଧୁକରେ ପୀତବାସଙ୍କୁ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରାଯାଉଛି । ଏ ଦିଗରେ ଏବେ ପୁଲିସ ତଦନ୍ତ ଚଳାଇଛି । ପୀତବାସଙ୍କ ହତ୍ୟାକାଣ୍ଡକୁ ୧୧ ଦିନ ବିତିଲାଣି ।

ଅନ୍ୟପଟେ ପୀତବାସଙ୍କ ଘନିଷ୍ଠ ସହଯୋଗୀ ଓ ଜଣେ ବ୍ୟବସାୟୀଙ୍କୁ ମଧ୍ୟ ପୋଲିସ ଜେରା କରୁଥିବା ସୂଚନା ଆସିଛି। ଗତ ୬ ତାରିଖ ରାତିରେ ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ତାଙ୍କ ଘର ନିକଟରେ ପଏଣ୍ଟ୍ ବ୍ଲାଙ୍କରୁ ଗୁଳିକରି ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡ ପରେ ଫେରାର ହୋଇଯାଇଥିଲେ ଦୁର୍ବୃତ୍ତ। ଏ ଘଟଣାରେ ରାଜ୍ୟ ବାହାର ଅପରାଧୀଙ୍କ ସଂପୃକ୍ତି ଥିବା ନେଇ ପୋଲିସ ସନ୍ଦେହ କରୁଥିବା ବେଳେ ତାଙ୍କୁ କଣ ପାଇଁ କିଏ ହତ୍ୟା କଲା, ତାହା ଏଯାଏଁ ପ୍ରଶ୍ନବାଚୀ ହୋଇ ରହିଛି। ପୀତବାସଙ୍କ ହତ୍ୟା ଘଟଣାକୁ ଅନେକ ଦିନ ବିତିଲାଣି । ତଥାପି ତାଙ୍କୁ କିଏ ଓ କାହିଁକି ହତ୍ୟା କଲା ତାହା ସ୍ପଷ୍ଟ ହୋଇନି । ଏ ଘଟଣାର ତଦନ୍ତ ପାଇଁ ବରିଷ୍ଠ ଅଧିକାରୀଙ୍କୁ ନେଇ ଗଠିତ ୬ଟି ଟିମ୍ ସହର ଭିତରେ ଓ ବାହାରେ ଛାନଭିନ୍ ଚଳାଇଛନ୍ତି।

Related Posts

‘ମାଲକାନଗିରି ବେଶୀ ପ୍ରଭାବିତ’

IAS ସ୍ତରରେ ଅଦଳବଦଳ

Share

Prev Post

ଜୟ ଢୋଲକିଆ ବିଜେପି ପ୍ରାର୍ଥୀ

Next Post

ଆଜି ନୁହେଁ ୧୮ରେ ଜୟଙ୍କ ନାମାଙ୍କନ

ଆଗକୁ ପଢନ୍ତୁ
ଜିଲ୍ଲା

ମହନ୍ତ ନରେନ୍ଦ୍ର ଗିରି ଓଡ଼ିଆ

ବଡ଼ ଖବର

ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ

ଦେଶ ବିଦେଶ

ସନ୍ଧ୍ୟା ସୁଦ୍ଧା ନୂଆ ଜୀବନ

ଜିଲ୍ଲା

ଡିଏନଏ ରିପୋର୍ଟ ଆସିବା ପରେ ମୃତଦେହକୁ ଧରି ଗାଁକୁ ଫେରିଲେ ମୃତକଙ୍କ ପରିବାର

ଦେଶ ବିଦେଶ

ପରଲୋକରେ ଶଶିକଳା

Uncategorized

‘ମୁଁ ବଞ୍ଚିବାକୁ ଚାହେଁ, ଦୟା କରନ୍ତୁ’

Prev Next

ଅନ୍ୟାନ୍ୟ ଖବର

‘ମାଲକାନଗିରି ବେଶୀ ପ୍ରଭାବିତ’

IAS ସ୍ତରରେ ଅଦଳବଦଳ

ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ

ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’

Prev Next
ଫଲୋ ଏବଂ ଲାଇକ୍ କରନ୍ତୁ
  • Facebook Join us on Facebook
  • Twitter Join us on Twitter
  • Youtube Join us on Youtube
  • Instagram Join us on Instagram
ଲୋକପ୍ରିୟ ବର୍ଗ
  • ବଡ଼ ଖବର20361
  • ରାଜ୍ୟ14482
  • ଦେଶ ବିଦେଶ8274
  • ଜିଲ୍ଲା6438
  • ରାଜନୀତି4282
  • ଖେଳ760
  • ଦେଶ ବିଦେଶ
  • ବଡ଼ ଖବର
  • ରାଜ୍ୟ
  • ରାଜନୀତି
  • ଜିଲ୍ଲା
  • Live TV
  • Contact us
© 2026 - BADA KHABAR. All Rights Reserved.
Powered By: Suryanandan.Net
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!
  • Likes
  • Followers
  • Subscribers
  • Followers