Masthead

କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ବିମାନ ଯାଂଚ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ଜଳ ସମ୍ପଦ ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ବିମାନକୁ କଡାକଡି ଯାଞ୍ଚ କରାଯାଇଛି। କଡାକଡି ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ଫ୍ଲାଇଂ ସ୍କ୍ବାଡ। ସ୍ବତନ୍ତ୍ର ବିମାନ ଯୋଗେ ମାଲକାନଗିରି ଏୟାର ଏୟାରଷ୍ଟ୍ରିପରେ ତାଙ୍କ ବିମାନକୁ ଯାଞ୍ଚ କରାଯାଇଥିଲା। ଦଳୀୟ କାର୍ଯ୍ୟକ୍ରମରେ ଯାଇଥିବା ବେଳେ ତାଙ୍କ ବିମାନକୁ ଯାଞ୍ଚ କରାଯାଇଛି। ଆଜି ଏକ ସ୍ୱତନ୍ତ୍ର ବିମାନରେ ମାଲକାନଗିରିରେ ପହଂଚିଛନ୍ତି କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ । ବିମାନକୁ ତନ୍ନ ତନ୍ନ କରି ଯାଂଚ କରିଥିଲେ । ମାଲକାନଗିରି ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ମିଶ୍ରଣ ପର୍ବ ସହ ରୋଡ୍ ସୋ’ରେ ସେ ସାମିଲ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ