Masthead

କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ବିମାନ ଯାଂଚ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ଜଳ ସମ୍ପଦ ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ବିମାନକୁ କଡାକଡି ଯାଞ୍ଚ କରାଯାଇଛି। କଡାକଡି ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ଫ୍ଲାଇଂ ସ୍କ୍ବାଡ। ସ୍ବତନ୍ତ୍ର ବିମାନ ଯୋଗେ ମାଲକାନଗିରି ଏୟାର ଏୟାରଷ୍ଟ୍ରିପରେ ତାଙ୍କ ବିମାନକୁ ଯାଞ୍ଚ କରାଯାଇଥିଲା। ଦଳୀୟ କାର୍ଯ୍ୟକ୍ରମରେ ଯାଇଥିବା ବେଳେ ତାଙ୍କ ବିମାନକୁ ଯାଞ୍ଚ କରାଯାଇଛି। ଆଜି ଏକ ସ୍ୱତନ୍ତ୍ର ବିମାନରେ ମାଲକାନଗିରିରେ ପହଂଚିଛନ୍ତି କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ । ବିମାନକୁ ତନ୍ନ ତନ୍ନ କରି ଯାଂଚ କରିଥିଲେ । ମାଲକାନଗିରି ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ମିଶ୍ରଣ ପର୍ବ ସହ ରୋଡ୍ ସୋ’ରେ ସେ ସାମିଲ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା