Masthead

ହୋଟେଲ ଉପରେ ଖସିପଡ଼ିଲା ବିମାନ, ୧୦ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ: ) ଦକ୍ଷିଣ ବ୍ରାଜିଲ ଗ୍ରାମାଡୋରେ ବିମାନ ଦୁର୍ଘଟଣା । ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ, ୧୭ ଆହତ । ଛୋଟ ବିମାନରେ ଜଣେ ବ୍ୟବସାୟୀ ଓ ତାଙ୍କ ପରିବାର ଯାଉଥିଲେ । ଦୁର୍ଘଟଣା ଯୋଗୁଁ ପରିବାରର ସମସ୍ତେ ମୃତ । ଦୁର୍ଘଟଣାଗ୍ରସ୍ତ ବିମାନ ଏକାଧିକ ଘର, ଦୋକାନରେ ଖସିବାରୁ ୧୭ ଆହତ ହୋଇଥିବା ସୂଚନା । ବିମାନଟି ଉଡାଣ ଭରିବାର ଗୋଟିଏ ମିନିଟ ମଧ୍ୟରେ ଦୁର୍ଘଟଣାଗସ୍ତ ହୋଇଛି । ବିମାନଟି ପ୍ରଥମେ ଏକ ବିଲ୍ଡିଂରେ ମାଡ ହେବା ପରେ ଏକ ଫର୍ଣ୍ଣଚର ଦୋକନ ଉପରେ ପଡିଥିଲା । ଦୁର୍ଘଟଣା ପରେ ପୁରା ବିମାନଟି ଜଳିଯାଇଥିବା ଦେଖିବାକୁ ମିଳିଛି । ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡିନଥିବା ବେଳେ ଘନ କୁହୁଡି ଯୋଗୁ ବିମାନଟି ଦୁର୍ଘଟଣାଗସ୍ତ ହୋଇଥିବା କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି