Masthead

ଦେବଝରନ ଜଳପ୍ରପାତରେ ବୃକ୍ଷରୋପଣ, ସଫେଇ

ଯୁଯୁମୁରା (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ଜିଲ୍ଲା ଯୁଯୁମୁରା ବ୍ଲକ ଦେବଝରନ ଜଳପ୍ରପାତ ଓଡ଼ିଶାର ସମସ୍ତ ଜଳପ୍ରପାତ ମଧ୍ୟରେ ବେଶ୍ ପ୍ରସିଦ୍ଧ। ଏଠାରେ ପର୍ୟ୍ୟଟକମାନେ ପ୍ରକୃତିର ମନଲୋଭା ଦୃଶ୍ୟକୁ ଉପଭୋଗ କରି ବିଭୋର ହୋଇଯାଆନ୍ତି। ଆଜି ଦେବଝରନ ବିକାଶ ମଞ୍ଚ ସଦସ୍ୟମାନେ ଏଠାରେ ସଫେଇ ଓ ବୃକ୍ଷରୋପଣ କରିଥିଲେ। କାର୍ୟ୍ୟକ୍ରମରେ ମଞ୍ଚର ଅରୁଣ ଦେହୁରୀ, ଅନିଲ ପ୍ରଧାନ, ଅମିତ୍ ବିଶ୍ୱାଳ, ପ୍ରକାଶ ବିଶ୍ୱାଳ, ଋଷବ୍ ବଗର୍ତ୍ତି, ରାଜକୁମାର ସାହୁ ପ୍ରମୁଖ ସାମିଲ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ