Masthead

ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା ବ୍ରହ୍ମଗିରି ବ୍ଲକ ଚଣ୍ଡପଡା ଗ୍ରାମରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଚଣ୍ଡପଡା ଗ୍ରାମବାସୀଙ୍କ ସମେତ ଶତାଧିକ ଲୋକେ ସାମିଲ ହୋଇଥିବା ଦେଖିବାକୁ ମିଳିଛି ।

ଯୁବ ସମାଜସେବୀ ଇଁ.ସୁବାସ ପ୍ରଧାନଙ୍କ ଆହ୍ୱାନରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଚଣ୍ଡପଡା ଗ୍ରାମରେ ଏକ ଶୋଭାଯାତ୍ରା କରାଯାଇ ପରିବେଶର ସୁରକ୍ଷା ସମ୍ବନ୍ଧରେ ସଚେତନତା କରାଯିବା ସହ ଗ୍ରାମର ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ କରାଯାଇଥିବା ଦେଖିବାକୁ ମିଳିଛି । ଏହି କାର୍ଯ୍ୟକ୍ରମରେ ଶତାଧିକ ଗ୍ରାମବାସୀ ଯୋଗ ଦେଇଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା