Masthead

ଅଙ୍ଗନୱାଡି କେନ୍ଦ୍ରରେ ପ୍ଲାଷ୍ଟିକ ଅଣ୍ଡା

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ଭଦ୍ରକ ଜିଲ୍ଲା ତିହିଡ଼ି ବ୍ଲକ ସାହାପୁର ପଞ୍ଚାୟତ ହରିପୁର ଅଙ୍ଗନବାଡି କେନ୍ଦ୍ରକୁ ଯୋଗାଣ ହୋଇଛି ପ୍ଲାଷ୍ଟିକ ଅଣ୍ଡା । ଅଙ୍ଗନୱାଡି କେନ୍ଦ୍ରରେ ପଢୁଥିବା ୪୦ ଛାତ୍ରଛାତ୍ରୀଙ୍କ ସମେତ ୧୫ଜଣ ପ୍ରସୂତିଙ୍କୁ ବଣ୍ଟନ କରାଯାଇଥିବା ସମସ୍ତ ଅଣ୍ଡା ପ୍ଲାଷ୍ଟିକରେ ତିଆରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ଅଭିଭାବକଙ୍କ ମଧ୍ୟରେ ଦେଖାଦେଇଛି ତୀବ୍ର ଅସନ୍ତୋଷ । ଅଭିଯୋଗ ପରେ ତିହିଡ଼ି ଶିଶୁ ବିକାଶ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି । ସୂଚନା ଅନୁଯାୟୀ ଗତ ୬ ତାରିଖରେ ହିତାଧିକାରୀଙ୍କୁ ଅଣ୍ଡା ବଣ୍ଟନ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ