Masthead

ଅଙ୍ଗନୱାଡି କେନ୍ଦ୍ରରେ ପ୍ଲାଷ୍ଟିକ ଅଣ୍ଡା

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ଭଦ୍ରକ ଜିଲ୍ଲା ତିହିଡ଼ି ବ୍ଲକ ସାହାପୁର ପଞ୍ଚାୟତ ହରିପୁର ଅଙ୍ଗନବାଡି କେନ୍ଦ୍ରକୁ ଯୋଗାଣ ହୋଇଛି ପ୍ଲାଷ୍ଟିକ ଅଣ୍ଡା । ଅଙ୍ଗନୱାଡି କେନ୍ଦ୍ରରେ ପଢୁଥିବା ୪୦ ଛାତ୍ରଛାତ୍ରୀଙ୍କ ସମେତ ୧୫ଜଣ ପ୍ରସୂତିଙ୍କୁ ବଣ୍ଟନ କରାଯାଇଥିବା ସମସ୍ତ ଅଣ୍ଡା ପ୍ଲାଷ୍ଟିକରେ ତିଆରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ଅଭିଭାବକଙ୍କ ମଧ୍ୟରେ ଦେଖାଦେଇଛି ତୀବ୍ର ଅସନ୍ତୋଷ । ଅଭିଯୋଗ ପରେ ତିହିଡ଼ି ଶିଶୁ ବିକାଶ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି । ସୂଚନା ଅନୁଯାୟୀ ଗତ ୬ ତାରିଖରେ ହିତାଧିକାରୀଙ୍କୁ ଅଣ୍ଡା ବଣ୍ଟନ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା