Masthead

କଳାବ୍ୟାଜ ପିନ୍ଧି ଖେଳୁଛନ୍ତି ଖେଳାଳି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): WTC ଫାଇନାଲ ଭାରତ ଅଷ୍ଟ୍ରେଲିଆ ମୁକାବିଲା । ଟସ ଜିତି ଭାରତ ବୋଲିଂ ନିଷ୍ପତ୍ତି ନେଇଛି । ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ । ବାହାନଗା ରେଳ ଦୁର୍ଘଟଣା ହେତୁ ମୃତକଙ୍କୁ ସମ୍ମାନ ଦେଖାଇ ହାତରେ କଳାବ୍ୟାଜ ପିନ୍ଧିଛନ୍ତି ଖେଳାଳି । ବାହାନଗା ଟ୍ରାଜେଡି ପାଇଁ କଳାବ୍ୟାଜ ପିନ୍ଧି ଖେଳୁଛନ୍ତି ଖେଳାଳି । ଉଭୟ ଭାରତ ଓ ଅଷ୍ଟ୍ରେଲିଆ ଖେଳାଳି କଳାବ୍ୟାଜ ପିନ୍ଧିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ