Masthead

ଫ୍ରି ଫାଇଆର ଖେଳିବା ହେଲା କାଳ

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ଫ୍ରି ଫାଇଆର ଖେଳିବା ହେଲା କାଳ । ମୋବାଇଲରେ ଫ୍ରି ଫାୟାର ଗେମ୍ ଖେଳି ଆତ୍ମହତ୍ୟା ଉଦ୍ୟମ କଲେ ଛାତ୍ର । ଗୁରୁତର ଛାତ୍ରଙ୍କୁ ହସପିଟାଲରେ ଭର୍ତ୍ତି କଲେ ପରିବାର ଲୋକେ । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଗୌରୀବେଲଦା ଗ୍ରାମରେ । ଗୌରୀବେଲଦା ଗ୍ରାମର ଦିବାକାର ଜେନାଙ୍କ ପୁଅ ସତ୍ୟଜିତ +୨ ରେ ଅଧ୍ୟୟନ କରନ୍ତି । ତେବେ ସେ ଦୀର୍ଘ ଦିନ ଧରି ମୋବାଇଲେରେ ଫ୍ରି ଫାୟାର ଗେମ୍ ଖେଳୁଥିଲେ । ପାଠସାଠ ଛାଡି ଖେଳ ନିଶାରେ ଏତେ ବ୍ୟସ୍ତ ରହୁଥିଲେ ଯେ କାନକୁ ବାପା ,ମା ଙ୍କ କଥା ବି ବିଷାକ୍ତ ଲାଗୁଥିଲା ।

ସୋମବାର ରାତିରେ ସତ୍ୟଜିତ ଗେମ ଖେଳୁଥିବାର ପରିବାର ଲୋକେ ଦେଖିଥିଲେ । ଆଜି ସକାଳୁ ଘରର ପଛପଟେ ଥିବା ଏକ ଗଛରେ ବେକରେ ରଶି ଲଗାଇ ଅଚେତ ଅବସ୍ଥାରେ ସତ୍ୟଜିତ ଝୁଲୁଥିବାର ପଡିଥିବାର ପରିବାର ଲୋକେ ଦେଖି ତୁରନ୍ତ ଉଦ୍ଧାର କରି ଜଳେଶ୍ୱରସ୍ଥିତ ଜି କେ ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ମାତ୍ର ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ