Masthead

ପ୍ଲାଜମା ଦାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନାରୁ ସୁସ୍ଥ ହେବା ପରେ ପ୍ଲାଜମା ଦାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କଟକ ଏସିବିରେ ପହଞ୍ଚି ପ୍ଲାଜମା ଦାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଆଜି ପ୍ଲାଜମା ଦାନ କରିବା ପାଇଁ ଧର୍ମେନ୍ଦ୍ର ପୂର୍ବରୁ ଘୋଷଣା କରିଥିଲେ । କରୋନା ଆକ୍ରାନ୍ତଙ୍କ ପାଇଁ ସେ ଆଜି ପ୍ଲାଜମା ଦାନ କରିଛନ୍ତି ।

ସୂଚନାଯୋଗ୍ୟ, ଗତ କିଛି ଦିନ ପୂର୍ବରୁ ଧର୍ମେନ୍ଦ୍ର କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ହୋମ ଆଇସୋଲେସନରେ ଥିଲେ । ପରେ ସେ ସୁସ୍ଥ ହୋଇ ପ୍ଲାଜମା ଦାନ କରିବାକୁ ଘୋଷଣା କରିଥିଲେ । ପ୍ଲାଜମା ଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ଧର୍ମେନ୍ଦ୍ରଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା