Masthead

ପ୍ଲାଜମା ଦାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନାରୁ ସୁସ୍ଥ ହେବା ପରେ ପ୍ଲାଜମା ଦାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କଟକ ଏସିବିରେ ପହଞ୍ଚି ପ୍ଲାଜମା ଦାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଆଜି ପ୍ଲାଜମା ଦାନ କରିବା ପାଇଁ ଧର୍ମେନ୍ଦ୍ର ପୂର୍ବରୁ ଘୋଷଣା କରିଥିଲେ । କରୋନା ଆକ୍ରାନ୍ତଙ୍କ ପାଇଁ ସେ ଆଜି ପ୍ଲାଜମା ଦାନ କରିଛନ୍ତି ।

ସୂଚନାଯୋଗ୍ୟ, ଗତ କିଛି ଦିନ ପୂର୍ବରୁ ଧର୍ମେନ୍ଦ୍ର କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ହୋମ ଆଇସୋଲେସନରେ ଥିଲେ । ପରେ ସେ ସୁସ୍ଥ ହୋଇ ପ୍ଲାଜମା ଦାନ କରିବାକୁ ଘୋଷଣା କରିଥିଲେ । ପ୍ଲାଜମା ଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ଧର୍ମେନ୍ଦ୍ରଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା