Masthead

ଦାଦନ ଯନ୍ତ୍ରଣା, ଉଦ୍ଧାର ପାଇଁ ଭିଡିଓ ମାଧ୍ୟମରେ ନିବେଦନ

ସିନାପାଲି(ବଡ଼ ଖବର ବ୍ୟୁରୋ): ଥମୁନି ଦାଦନ ଯନ୍ତ୍ରଣା । ଉଦ୍ଧାର ପାଇଁ ଭିଡିଓ ମାଧ୍ୟମରେ କରିଛନ୍ତି ନିବେଦନ । ପୁଣି ଆନ୍ଧ୍ରରେ ଓଡ଼ିଆ ଶ୍ରମିକଙ୍କୁ ନିର୍ୟାତନା । ସ୍ୱାସ୍ଥ୍ୟବସ୍ଥା ଖରାପ ସତ୍ତ୍ୱେ ଜବରଦସ୍ତ କାମ କରାଉଛନ୍ତି । ଏବଂ କାମ କରିବାକୁ ମନା କଲେ ଶାରୀରିକ ଏବଂ ମାନସିକ ନିର୍ୟାତନା ଦେଉଥିବା ଅଭିଯୋଗ ହୋଇଛି । ଏକ ଭିଡିଓ ମାଧ୍ୟମରେ ସରକାରଙ୍କୁ ଅନୁରୋଧ କରି ଉଦ୍ଧାର ପାଇଁ ନିବେଦନ କରିଛନ୍ତି ।

ନୂଆପଡ଼ା ଜିଲ୍ଲା ବୋଡେ଼ନ ଥାନା ସର୍ଗି ଗୁଡ଼ାର ଟିକଚନ ଦୀପ ଏବଂ ତାଙ୍କ ସ୍ତ୍ରୀ ଆନ୍ଧ୍ରପ୍ରଦେଶର ଅଙ୍କିରିଡୁଡ଼ାମ ଅଞ୍ଚଳରେ ଆଜିକୁ ୬ ମାସ ହେଲା ଇଟା ଭାଟି ରେ କାମ କରୁଛନ୍ତି । ହେଲେ କିଛି ଦିନ ହେବ ସ୍ୱାମୀଙ୍କ ଦେହ ଖରାପ ହେବାରୁ କାମକୁ ନ ଯିବାରୁ ଉଭୟ ସ୍ୱାମୀ ସ୍ତ୍ରୀଙ୍କୁ ସେଠାକାର ମୁନସୀ ଏବଂ ସେଟ ମାନସିକ ଏବଂ ଶାରୀରିକ ନିର୍ୟାତନା ଦେଉଥିବା ଭିଡିଓ ମାଧ୍ୟମରେ ଉଲେଖ କରିଛନ୍ତି । ଶ୍ରମିକ ଦମ୍ପତି ଏବଂ ପ୍ରଶାସନ କୁ ଉଦ୍ଧାର ପାଇଁ ଆକୁଳ ନିବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ