Masthead

ଦାଦନ ଯନ୍ତ୍ରଣା, ଉଦ୍ଧାର ପାଇଁ ଭିଡିଓ ମାଧ୍ୟମରେ ନିବେଦନ

ସିନାପାଲି(ବଡ଼ ଖବର ବ୍ୟୁରୋ): ଥମୁନି ଦାଦନ ଯନ୍ତ୍ରଣା । ଉଦ୍ଧାର ପାଇଁ ଭିଡିଓ ମାଧ୍ୟମରେ କରିଛନ୍ତି ନିବେଦନ । ପୁଣି ଆନ୍ଧ୍ରରେ ଓଡ଼ିଆ ଶ୍ରମିକଙ୍କୁ ନିର୍ୟାତନା । ସ୍ୱାସ୍ଥ୍ୟବସ୍ଥା ଖରାପ ସତ୍ତ୍ୱେ ଜବରଦସ୍ତ କାମ କରାଉଛନ୍ତି । ଏବଂ କାମ କରିବାକୁ ମନା କଲେ ଶାରୀରିକ ଏବଂ ମାନସିକ ନିର୍ୟାତନା ଦେଉଥିବା ଅଭିଯୋଗ ହୋଇଛି । ଏକ ଭିଡିଓ ମାଧ୍ୟମରେ ସରକାରଙ୍କୁ ଅନୁରୋଧ କରି ଉଦ୍ଧାର ପାଇଁ ନିବେଦନ କରିଛନ୍ତି ।

ନୂଆପଡ଼ା ଜିଲ୍ଲା ବୋଡେ଼ନ ଥାନା ସର୍ଗି ଗୁଡ଼ାର ଟିକଚନ ଦୀପ ଏବଂ ତାଙ୍କ ସ୍ତ୍ରୀ ଆନ୍ଧ୍ରପ୍ରଦେଶର ଅଙ୍କିରିଡୁଡ଼ାମ ଅଞ୍ଚଳରେ ଆଜିକୁ ୬ ମାସ ହେଲା ଇଟା ଭାଟି ରେ କାମ କରୁଛନ୍ତି । ହେଲେ କିଛି ଦିନ ହେବ ସ୍ୱାମୀଙ୍କ ଦେହ ଖରାପ ହେବାରୁ କାମକୁ ନ ଯିବାରୁ ଉଭୟ ସ୍ୱାମୀ ସ୍ତ୍ରୀଙ୍କୁ ସେଠାକାର ମୁନସୀ ଏବଂ ସେଟ ମାନସିକ ଏବଂ ଶାରୀରିକ ନିର୍ୟାତନା ଦେଉଥିବା ଭିଡିଓ ମାଧ୍ୟମରେ ଉଲେଖ କରିଛନ୍ତି । ଶ୍ରମିକ ଦମ୍ପତି ଏବଂ ପ୍ରଶାସନ କୁ ଉଦ୍ଧାର ପାଇଁ ଆକୁଳ ନିବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା