Masthead

ଆଜିଠୁ ଆରମ୍ଭ ହେବ +୨ ଖାତାଦେଖା

କଟକ(ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେବ +୨ ଖାତାଦେଖା । ପ୍ରଥମ ପର୍ଯ୍ୟାୟ ଖାତାଦେଖା ଆରମ୍ଭ ହୋଇ ଏପ୍ରିଲ ୨୩ରେ ସରିବ । ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଖାତାଦେଖା ମେ’ ୭ ରେ ସରିବ । ଏହାପରେ ଆରମ୍ଭ ହେବ ଟେବୁଲେସନ । ମେ’ ଶେଷ ସୁଦ୍ଧା ଫଳାଫଳ ପ୍ରକାଶ ପାଇବା ସମ୍ଭାବନା ଥିବା ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ଚଳିତ ଥର ୬୫ଟି ଅଫଲାଇନ ସେଣ୍ଟର ଓ ୩୯ଟି ଅନଲାଇନ ସେଣ୍ଟରରେ ଖାତାଦେଖା ହେବ । ଖାତା ଦେଖାରେ ପାଖାପାଖି ୧୫ ହଜାର ଅଧ୍ୟାପକ ଓ ଅଧ୍ୟାପିକା ସାମିଲ ହେବେ। ମୂଲ୍ୟାୟନ କେନ୍ଦ୍ର ଗୁଡିକ ମଧ୍ୟରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ କୁହାଯାଇଛି । କେନ୍ଦ୍ରକୁ ମୋବାଇଲ୍ ଓ ଅନ୍ୟ ବୈଦୁତିକ ସାମଗ୍ରୀ ଆଣିବା ଉପରେ କଟକଣା ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ