Masthead

ପ୍ରକାଶ ପାଇବ ଯୁକ୍ତଦୁଇ ପ୍ରଥମ ମେରିଷ୍ଟ ଲିଷ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପ୍ରଥମ ମେରିଟ ଲିଷ୍ଟ । ଆସନ୍ତାକାଲି ଠାରୁ ଆରମ୍ଭ ହେବ ନାମଲେଖା ପ୍ରକ୍ରିୟା । ଆଜି ଦିନ ୧୧.୩୦ରେ ସାମ୍ସ ୱେବସାଇଟରେ ପ୍ରକାଶ ପାଇବ କଟଅଫ ତାଲିକା ।ଜୁଲାଇ ୭ରୁ ୧୩ ତାରିଖ ଯାଏଁ ଜାରି ରହିବ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା । ଜୁଲାଇ୧୯ରେ ପ୍ରକାଶ ପାଇବ ଦ୍ୱିତୀୟ ପର୍ଯ୍ୟାୟ କଟଅଫ ତାଲିକା । ଜୁଲାଇ୨୦ରୁ ୨୨ ଯାଏଁ ଚାଲିବ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ।

ଅନଲାଇନ ସ୍ପଟ ଆଡମିଶନ ଜୁଲାଇ୨୧ରୁ ଆରମ୍ଭ ହୋଇ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ । ଅଗଷ୍ଟ ପହିଲାରୁ ଆରମ୍ଭ ହେବ ଯୁକ୍ତ ଦୁଇ ପ୍ରଥମବର୍ଷ ପାଠପଢା । ଚଳିତ ବର୍ଷ ଯୁକ୍ତଦୁଇ ନାମଲେଖା ପାଇଁ ପ୍ରାୟ ୫ଲକ୍ଷ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ