Masthead

ପ୍ରକାଶ ପାଇବ ଯୁକ୍ତଦୁଇ ପ୍ରଥମ ମେରିଷ୍ଟ ଲିଷ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପ୍ରଥମ ମେରିଟ ଲିଷ୍ଟ । ଆସନ୍ତାକାଲି ଠାରୁ ଆରମ୍ଭ ହେବ ନାମଲେଖା ପ୍ରକ୍ରିୟା । ଆଜି ଦିନ ୧୧.୩୦ରେ ସାମ୍ସ ୱେବସାଇଟରେ ପ୍ରକାଶ ପାଇବ କଟଅଫ ତାଲିକା ।ଜୁଲାଇ ୭ରୁ ୧୩ ତାରିଖ ଯାଏଁ ଜାରି ରହିବ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା । ଜୁଲାଇ୧୯ରେ ପ୍ରକାଶ ପାଇବ ଦ୍ୱିତୀୟ ପର୍ଯ୍ୟାୟ କଟଅଫ ତାଲିକା । ଜୁଲାଇ୨୦ରୁ ୨୨ ଯାଏଁ ଚାଲିବ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ।

ଅନଲାଇନ ସ୍ପଟ ଆଡମିଶନ ଜୁଲାଇ୨୧ରୁ ଆରମ୍ଭ ହୋଇ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ । ଅଗଷ୍ଟ ପହିଲାରୁ ଆରମ୍ଭ ହେବ ଯୁକ୍ତ ଦୁଇ ପ୍ରଥମବର୍ଷ ପାଠପଢା । ଚଳିତ ବର୍ଷ ଯୁକ୍ତଦୁଇ ନାମଲେଖା ପାଇଁ ପ୍ରାୟ ୫ଲକ୍ଷ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ