Masthead

ଆଜିଠୁ ଯୁକ୍ତ୨ ଅଫଲାଇନ ପରୀକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ଯୁକ୍ତ ୨ଅଫଲାଇନ ପରୀକ୍ଷା । ତେବେ ଯେଉଁ ଛାତ୍ରଛାତ୍ରୀମାନେ ନିଜର ମାର୍କରେ ସନ୍ତୁଷ୍ଟ ନଥିଲେ ସେମାନଙ୍କ ପାଇଁ ଆଜିଠାରୁ ଆରମ୍ଭ ହୋଇଛି ଅଫଲାଇନ ପରୀକ୍ଷା । ଯୁକ୍ତ ଦୁଇ ଖାତାଦେଖାରେ ଅନେକ ପିଲା ଅସନ୍ତୁଷ୍ଟ ହୋଇଥିଲେ । ତାସହ କେତେ ଜଣ ଅସୁସ୍ଥତା କାରଣରୁ ପରୀକ୍ଷା ଦେଇପାରି ନ ଥିଲେ । ରେଜଲ୍ଟ ପ୍ରକାଶ ପାଇବା ପରେ ଏହି ପିଲାଙ୍କ ପାଇଁ ଅୋବର ଶେଷରେ ପୁଣିଥରେ ଆରମ୍ଭ ହେବ ନାମଲେଖା ପ୍ରକ୍ରିୟା।

ଯୁକ୍ତ ଦୁଇ ସ୍ୱତନ୍ତ୍ର ପରୀକ୍ଷା ଲାଗି ଶେଷ ହୋଇଛି ସମସ୍ତ ପ୍ରସ୍ତୁତି। କୋଭିଡ୍ କଟକଣା ଭିତରେ ପରୀକ୍ଷା ଲାଗି ପରୀକ୍ଷା ହଲକୁ କରାଯାଇଛି ବିଶୋଧନ। ସିଟିଂ ଆରେଞ୍ଜମେଣ୍ଟ ବି ହୋଇଛି। ଆଜିଠାରୁ ୧୧ ତାରିଖ ଯାଏ ଅନୁଷ୍ଠିତ ହେବ ଯୁକ୍ତ ଦୁଇ ସ୍ୱତନ୍ତ୍ର ପରୀକ୍ଷା। ରବିବାର ବି ପରୀକ୍ଷା ହେବ। ସକାଳ ୧୦ରୁ ଦିନ ଗୋଟାଏ ଯାଏଁ କେବଳ ଗୋଟିଏ ସିଟିଂରେ ହେବ। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷା ଓ ପତ୍ର ବିନିମୟ କୋର୍ସରେ ମୋଟ ୧୩ ହଜାର ୪୩ ଜଣ ପିଲା ପରୀକ୍ଷା ଦେବେ। ସାରା ରାଜ୍ୟରେ ସିଏଚ୍ଏସ୍ଇ ଥିବା ୨୦୩ଟି ପରୀକ୍ଷା ହବ୍ ମଧ୍ୟରୁ ୧୮୫ଟି ହବକୁ ପରୀକ୍ଷା କେନ୍ଦ୍ର କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୦ ମୃତ 🔴 ‘ଖୁବ୍‌ଶୀଘ୍ର ଆରମ୍ଭ ହେବ ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ୍‌ ଟେକ୍ନୋଲୋଜି’ 🔴 ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା 🔴 ୮ ରାଜ୍ୟର ୧୫ ସ୍ଥାନରେ ଏନଆଇଏ ରେଡ୍ 🔴 ବଦଳିବ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ନାଁ 🔴 ବ୍ରହ୍ମପୁର R&B ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ଆଜି ବାଜିବ ଯୁଦ୍ଧ ସାଇରନ 🔴 ପାକିସ୍ତାନରେ ଲାଗୁ ହେଲା ବାଲ୍ୟ ବିବାହ ରୋକିବା ଆଇନ 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୦ ମୃତ 🔴 ‘ଖୁବ୍‌ଶୀଘ୍ର ଆରମ୍ଭ ହେବ ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ୍‌ ଟେକ୍ନୋଲୋଜି’ 🔴 ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା 🔴 ୮ ରାଜ୍ୟର ୧୫ ସ୍ଥାନରେ ଏନଆଇଏ ରେଡ୍ 🔴 ବଦଳିବ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ନାଁ 🔴 ବ୍ରହ୍ମପୁର R&B ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ଆଜି ବାଜିବ ଯୁଦ୍ଧ ସାଇରନ 🔴 ପାକିସ୍ତାନରେ ଲାଗୁ ହେଲା ବାଲ୍ୟ ବିବାହ ରୋକିବା ଆଇନ