Masthead

ଆଜିଠୁ ଯୁକ୍ତ୨ ଅଫଲାଇନ ପରୀକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ଯୁକ୍ତ ୨ଅଫଲାଇନ ପରୀକ୍ଷା । ତେବେ ଯେଉଁ ଛାତ୍ରଛାତ୍ରୀମାନେ ନିଜର ମାର୍କରେ ସନ୍ତୁଷ୍ଟ ନଥିଲେ ସେମାନଙ୍କ ପାଇଁ ଆଜିଠାରୁ ଆରମ୍ଭ ହୋଇଛି ଅଫଲାଇନ ପରୀକ୍ଷା । ଯୁକ୍ତ ଦୁଇ ଖାତାଦେଖାରେ ଅନେକ ପିଲା ଅସନ୍ତୁଷ୍ଟ ହୋଇଥିଲେ । ତାସହ କେତେ ଜଣ ଅସୁସ୍ଥତା କାରଣରୁ ପରୀକ୍ଷା ଦେଇପାରି ନ ଥିଲେ । ରେଜଲ୍ଟ ପ୍ରକାଶ ପାଇବା ପରେ ଏହି ପିଲାଙ୍କ ପାଇଁ ଅୋବର ଶେଷରେ ପୁଣିଥରେ ଆରମ୍ଭ ହେବ ନାମଲେଖା ପ୍ରକ୍ରିୟା।

ଯୁକ୍ତ ଦୁଇ ସ୍ୱତନ୍ତ୍ର ପରୀକ୍ଷା ଲାଗି ଶେଷ ହୋଇଛି ସମସ୍ତ ପ୍ରସ୍ତୁତି। କୋଭିଡ୍ କଟକଣା ଭିତରେ ପରୀକ୍ଷା ଲାଗି ପରୀକ୍ଷା ହଲକୁ କରାଯାଇଛି ବିଶୋଧନ। ସିଟିଂ ଆରେଞ୍ଜମେଣ୍ଟ ବି ହୋଇଛି। ଆଜିଠାରୁ ୧୧ ତାରିଖ ଯାଏ ଅନୁଷ୍ଠିତ ହେବ ଯୁକ୍ତ ଦୁଇ ସ୍ୱତନ୍ତ୍ର ପରୀକ୍ଷା। ରବିବାର ବି ପରୀକ୍ଷା ହେବ। ସକାଳ ୧୦ରୁ ଦିନ ଗୋଟାଏ ଯାଏଁ କେବଳ ଗୋଟିଏ ସିଟିଂରେ ହେବ। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷା ଓ ପତ୍ର ବିନିମୟ କୋର୍ସରେ ମୋଟ ୧୩ ହଜାର ୪୩ ଜଣ ପିଲା ପରୀକ୍ଷା ଦେବେ। ସାରା ରାଜ୍ୟରେ ସିଏଚ୍ଏସ୍ଇ ଥିବା ୨୦୩ଟି ପରୀକ୍ଷା ହବ୍ ମଧ୍ୟରୁ ୧୮୫ଟି ହବକୁ ପରୀକ୍ଷା କେନ୍ଦ୍ର କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି