Masthead

ଆଜିଠୁ ଯୁକ୍ତ୨ ପଞ୍ଜୀକରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଯୁକ୍ତ ୨ ଅଫଲାଇନ ପଞ୍ଜୀକରଣ । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟକୁ ନେଇ ଅସନ୍ତୁଷ୍ଟ ପରୀକ୍ଷାର୍ଥୀଙ୍କ ପାଇଁ ହେବାକୁ ଥିବା ସ୍ବତନ୍ତ୍ର ପରୀକ୍ଷା ଲାଗି ଆଜିଠୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେଉଛି। ଛାତ୍ରଛାତ୍ରୀ ଗୁରୁବାର ଅପରାହ୍ଣ ୨ଟାରୁ ୯ ତାରିଖ ଅପରାହ୍ଣ ଗୋଟିଏ ପର୍ଯ୍ୟନ୍ତ ନାମ ପଞ୍ଜୀକରଣ କରିପାରିବେ।

ଏଥିପାଇଁ କଲେଜଗୁଡ଼ିକୁ ଲିଙ୍କ୍ ପଠାଯାଇଛି। ଛାତ୍ରଛାତ୍ରୀ ନିଜ କଲେଜ ତଥା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସାମ୍ ସ ଇ-ସ୍ପେସ୍ ମାଧ୍ୟମରେ ପଞ୍ଜୀକରଣ କରିବେ। ପରୀକ୍ଷା ପାଇଁ ପଞ୍ଜୀକରଣ ପରେ ପରୀକ୍ଷାର୍ଥୀଙ୍କୁ ବିକଳ୍ପ ମୂଲ୍ୟାୟନ ପଦ୍ଧତିରେ ମିଳିଥିବା ମାର୍କକୁ ଗଣନା କରାଯିବ ନାହିଁ। ସମସ୍ତ ବିଷୟର ପରୀକ୍ଷା ହେବନି। କେତେକ ପ୍ରମୁଖ ବିଷୟରେ ପରୀକ୍ଷା କରାଯିବ। ସେଥିରେ ପରୀକ୍ଷାର୍ଥୀ ଯେଉଁ ମାର୍କ ରଖିବେ ତାହାକୁ ଆଧାର କରି ଅନ୍ୟ ବିଷୟରେ ମାର୍କ ପ୍ରଦାନ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା