Masthead

ଆଜିଠୁ ଯୁକ୍ତ୩ ନାମଲେଖା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ଯୁକ୍ତ୩ ନାମଲେଖା । ପ୍ରଥମ ପର୍ଯ୍ୟାୟ ମେଧା ତାଲିକାରେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ ଆସନ୍ତା ୧୬ ତାରିଖ ମଧ୍ୟରେ ଆଲଟ୍‌ ହୋଇଥିବା କଲେଜରେ ରିପୋର୍ଟିଂ କରିବା ସହ ନାମ ଲେଖାଇପାରିବେ।

୨୦୨୧-୨୨ ଶିକ୍ଷାବର୍ଷରେ ୨ ଲକ୍ଷ ୪୯ ହଜାର ୫୩୯ ସିଟ୍‌ରେ ନାମଲେଖା ପାଇଁ ୨ଲକ୍ଷ ୪୪ ହଜାର ୨୫୨ ଛାତ୍ରଛାତ୍ରୀ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୧ ଲକ୍ଷ ୬୮ ହଜାର ୫୩୭ ଛାତ୍ରଛାତ୍ରୀ ନାମଲେଖା ଲାଗି ଯୋଗ୍ୟ ବିବେଚିତ ହୋଇଛନ୍ତି।

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ