Masthead

ଆଜିଠୁ ଆରମ୍ଭ ହୋଇଛି ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା । ଚଳିତ ବର୍ଷ କଳାରେ ମୋଟ୍ ୨ ଲକ୍ଷ ୩୭ ହଜାର ୭୫୦ , ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଛନ୍ତି। ସେହିଭଳି ଧନ୍ଦାମୂଳକରେ ୫ ହଜାର ୭୯୨ ଜଣ ପରୀକ୍ଷା ଦେଉଛନ୍ତି। ସୋଶାଲ ମିଡିଆରେ କୌଣସି ଭାଇରାଲ ପ୍ରଶ୍ନପତ୍ରକୁ ବିଶ୍ୱାସ ନକରିବାକୁ ପରାମର୍ଶ ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ। ଆସନ୍ତା ମାର୍ଚ୍ଚ ୨୦ ଯାଏଁ ଚାଲିବ ପରୀକ୍ଷା ।ପରୀକ୍ଷାରେ କପି ରୋକିବାକୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଗତକାଲିଠୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ