Masthead

ଆଜି ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ଏହି ରେଜଲ୍ଟ ବାହାରିବ । ପରୀକ୍ଷାର୍ଥୀ ୱେବସାଇଟରେ ନିଜ ରେଜଲ୍ଟ ଜାଣିପାରିବେ । ବୁକଲେଟ ଜାରି ହେବା ପରେ ୱେବସାଇଟରେ ଏହି ରେଜଲ୍ଟ ବାହାରିବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏ ବର୍ଷ ଯୁକ୍ତ ଦୁଇ କଳାରେ ୨ଲକ୍ଷ ୧୯ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ମାର୍ଚ ୧ରୁ ଏପ୍ରିଲ ୫ ତାରିଖ ଯାଏଁ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଧନ୍ଦାମୂଳକ ଶିକ୍ଷାରେ ବି ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ