Masthead

ଆଜିଠୁ ୟୁଟ୍ୟୁବରେ ପାଠପଢିବେ ଯୁକ୍ତଦୁଇ ପିଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଅନଲାଇନରେ ପାଠପଢିବେ ଯୁକ୍ତଦୁଇ ପିଲା। ୟୁ ଟ୍ୟୁବରେ ଶିକ୍ଷାଗ୍ରହଣ କରିବେ ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀ ପିଲା। ଏନେଇ ପୂର୍ବରୁ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଥିଲେ। ପୂର୍ବରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ୟୁ ଟ୍ୟୁବରେ ପାଠ ପଢାଯାଉଛି।

ଏବେ ଯୁକ୍ତ ଦୁଇ ପିଲାଙ୍କ ପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର। ଯେଉଁମାନେ କରୋନା ପାଇଁ କ୍ଲାସ କରିପାରୁନାହାନ୍ତି, ସେମାନେ ଘରେ ରହି ୟୁ ଟ୍ୟୁବରେ ସମସ୍ତ ସିଲାବସ ପଢ଼ିପାରିବେ। ଯାହା ଫଳରେ ଛାତ୍ରଛାତ୍ରୀମାନେ ଅଧିକ ଉପକୃତ ହୋଇପାରିବେ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି