Masthead

ପ୍ରଧାନମନ୍ତ୍ରୀ ରାଜ୍ୟର ସବୁ ବିଧାୟକଙ୍କ ସହକଥା ହୁଅନ୍ତୁ: ଇରୋମ ଶର୍ମିଲା

ଇମ୍ଫାଲ  (ବଡ଼ ଖବର ବ୍ୟୁରୋ):  ମଣିପୁରରେ ମହିଳାଙ୍କ ସହ ହୋଇଥିବା ବର୍ବରତାକୁ ନେଇ ସାରା ଦେଶରେ ବିବ୍ରତ ହୋଇଛି । ଏଯାବତ ୬ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ରାଜ୍ୟ ପୋଲିସ ତଦନ୍ତ ଜାରି ରଖିଛି। ମଣିପୁର ଲଜ୍ଜାକୁ ନେଇ ଦେଶରେ ବିରୋଧ ପ୍ରଦର୍ଶନ କରାଯାଉଛି। ତେବେ ହିଂସା ରୋକିବା ପାଇଁ ଆଇରନ୍‌ ଲେଡି ଓ ପରିବେଶକର୍ମୀ ଇରୋମ ଶର୍ମିଲା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିବେଦନ କରିଛନ୍ତି।

ସେ କହିଛନ୍ତ, ପ୍ରଧାନମନ୍ତ୍ରୀ ରାଜ୍ୟର ସବୁ ବିଧାୟକମାନଙ୍କ ସହ କଥା ହୁଅନ୍ତୁ ଏବଂ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଗମ୍ଭୀର ନଜର ରଖନ୍ତୁ। ଶାନ୍ତି ଫେରାଇ ଆଣିବା ପାଇଁ ସେ ରାଜ୍ୟ ପ୍ରତିନିଧୀଙ୍କୁ ମଧ୍ୟ ନିବେଦନ କରିଛନ୍ତି। ଏଥିସହ ମଣିପୁରର ପରିସ୍ଥିତିକୁ କେନ୍ଦ୍ର ସରକାର ଅବହେଳା କରୁଛନ୍ତି ବୋଲି ସେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ତୁରନ୍ତ ରାଜ୍ୟର ହିଂସା ଥମିବାକୁ ନେଇ ହସ୍ତକ୍ଷେପ ଜରୁରୀ ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା