Masthead

ପିଏମ୍ ଇ-ବସ୍ ସେବାକୁ ମଞ୍ଜୁରି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପିଏମ୍ ଇ-ବସ୍ ସେବା ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି । ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର । ୨୦ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ କେନ୍ଦ୍ର ସରକାର ।

୫୭ହଜାର ୬୧୩ କୋଟି ବ୍ୟୟରେ ଚାଲିବ ୧୦,୦୦୦ ଇ-ବସ୍ । ୩ଲକ୍ଷରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ସହରରେ ଚାଲିବ ଇ-ବସ୍ । ପିପିପି ମୋଡରେ ଚାଲିବ ଇ-ବସ୍ ସେବା । ଦେଶର ଶହେଟି ଚାଲିବ ଇ-ବସ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର