Masthead

ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ । ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦାନ କରିପାରନ୍ତି ବୋଲି କହିଛନ୍ତି ବିଜେପିର ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । ପୁରୀଠାରେ ଅନୁଷ୍ଠିତ ହେବାକୁ ଥିବା ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗଦାନ କରି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା