Masthead

ପିଏମ-କେୟାର୍ସ ସରକାରୀ ପାଣ୍ଠି ନୁହେଁ: କେନ୍ଦ୍ର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତରେ ଜରୁରୀକାଳୀନ ସ୍ଥିତିରେ ଆବଶ୍ୟକୀୟ ଲୋକମାନଙ୍କୁ ସହାୟତା କରିବା ପାଇଁ ଅନେକ ସଂସ୍ଥା କାମ କରୁଛନ୍ତି । ଏଥିରେ ପ୍ରଧାନମନ୍ତ୍ରୀଙ୍କ ପିଏମ-କେୟାର ଫଣ୍ଡ ମଧ୍ୟ ସାମିଲ ରହିଛି । ଏହା ମଧ୍ୟରେ ପିଏମ-କେୟାର ଫଣ୍ଡର ପାଣ୍ଠିକୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସିଛି । ତେବେ ପିଏମ କେୟାର୍ସ ପାଣ୍ଠି ସରକାରୀ ଅର୍ଥ ନୁହେଁ ।

ଏହା ଦ୍ୱାରା ସଂଗୃହୀତ ଅର୍ଥ ଭାରତର କନସୋଲିଡେଟେଡ ଫଣ୍ଡକୁ ଯାଏ ନାହିଁ ବୋଲି କେନ୍ଦ୍ର ସରକାର ଦିଲ୍ଲୀ ହାଇକୋର୍ଟଙ୍କୁ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ, ସ୍ୱରାଷ୍ଟ୍ର, ପ୍ରତିରକ୍ଷା ଏବଂ ଅର୍ଥମନ୍ତ୍ରୀଙ୍କ ଭଳି ଟ୍ରଷ୍ଟିମାନଙ୍କ ଦ୍ୱାରା ସ୍ଥାପିତ ଏହି ପାଣ୍ଠିକୁ ସରକାରୀ ଘୋଷଣା କରାଯାଇଥିବାବେଳେ ଏଥିରେ ସରକାରଙ୍କ କୌଣସି ନିୟନ୍ତ୍ରଣ ନାହିଁ ବୋଲି କେନ୍ଦ୍ର ଦିଲ୍ଲୀ ହାଇକୋର୍ଟଙ୍କ ନିକଟରେ ସ୍ପଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ