Masthead

ପିଏମ-କେୟାର୍ସ ସରକାରୀ ପାଣ୍ଠି ନୁହେଁ: କେନ୍ଦ୍ର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତରେ ଜରୁରୀକାଳୀନ ସ୍ଥିତିରେ ଆବଶ୍ୟକୀୟ ଲୋକମାନଙ୍କୁ ସହାୟତା କରିବା ପାଇଁ ଅନେକ ସଂସ୍ଥା କାମ କରୁଛନ୍ତି । ଏଥିରେ ପ୍ରଧାନମନ୍ତ୍ରୀଙ୍କ ପିଏମ-କେୟାର ଫଣ୍ଡ ମଧ୍ୟ ସାମିଲ ରହିଛି । ଏହା ମଧ୍ୟରେ ପିଏମ-କେୟାର ଫଣ୍ଡର ପାଣ୍ଠିକୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସିଛି । ତେବେ ପିଏମ କେୟାର୍ସ ପାଣ୍ଠି ସରକାରୀ ଅର୍ଥ ନୁହେଁ ।

ଏହା ଦ୍ୱାରା ସଂଗୃହୀତ ଅର୍ଥ ଭାରତର କନସୋଲିଡେଟେଡ ଫଣ୍ଡକୁ ଯାଏ ନାହିଁ ବୋଲି କେନ୍ଦ୍ର ସରକାର ଦିଲ୍ଲୀ ହାଇକୋର୍ଟଙ୍କୁ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ, ସ୍ୱରାଷ୍ଟ୍ର, ପ୍ରତିରକ୍ଷା ଏବଂ ଅର୍ଥମନ୍ତ୍ରୀଙ୍କ ଭଳି ଟ୍ରଷ୍ଟିମାନଙ୍କ ଦ୍ୱାରା ସ୍ଥାପିତ ଏହି ପାଣ୍ଠିକୁ ସରକାରୀ ଘୋଷଣା କରାଯାଇଥିବାବେଳେ ଏଥିରେ ସରକାରଙ୍କ କୌଣସି ନିୟନ୍ତ୍ରଣ ନାହିଁ ବୋଲି କେନ୍ଦ୍ର ଦିଲ୍ଲୀ ହାଇକୋର୍ଟଙ୍କ ନିକଟରେ ସ୍ପଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା