Masthead

ଦିଗପହଣ୍ଡି ବସ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକବ୍ୟକ୍ତ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଦିଗପହଣ୍ଡି ବସ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକବ୍ୟକ୍ତ । ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ । ମୃତକଙ୍କ ସମ୍ପର୍କୀୟଙ୍କୁ ୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରାଯାଇଛି । ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠି ପକ୍ଷରୁ ସହାୟତା ଘୋଷଣା । ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ରାଶି ଘୋଷଣା କରାଯାଇଛି । ଆହତଙ୍କ ଆଶୁ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା