Masthead

ଖାତାକୁ ଆସିଲା ପିଏମ୍ କିଷାନ ଟଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚାଷୀଙ୍କ ପାଇଁ ଖୁସି ଖବର । ଚାଷୀଙ୍କ ଖାତାକୁ ଆସିଲା ପିଏମ୍ କିଷାନ ଟଙ୍କା । ବରାଣସୀରୁ ଶୁଭାରମ୍ଭ କରିଲେ ମୋଦୀ । ଆଜି ବରାଣସୀରୁ ଚାଷୀଙ୍କୁ ପିଏମ୍ କିଷାନ ଟଙ୍କା ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ପିଏମ୍ କିଷାନ ସମ୍ମାନ ନିଧି ଯୋଜନାର ଯୋଗ୍ୟ ଚାଷୀଙ୍କ ଆକାଉଣ୍ଟକୁ ୨୦ତମ କିସ୍ତି ପଠାଇଲେ କେନ୍ଦ୍ର ସରକାର । ପ୍ରତ୍ୟେକ ଯୋଗ୍ୟ ଚାଷୀଙ୍କ ଖାତାକୁ ଆସିଲା ୨ହଜାର ଟଙ୍କା । ମୋଟ ୯ କୋଟି ୭୦ ଲକ୍ଷରୁ ଉଦ୍ଦ୍ୱ ଚାଷୀଙ୍କ ଆକାଉଣ୍ଟକୁ ୨୦ ହଜାର ୫୦୦ କୋଟି ଟଙ୍କା ପ୍ରଦାନ କଲେ ମୋଦି । ପିଏମ୍ କିଷାନ ଯୋଜନାର ପ୍ରାୟ ୩୫ ଲକ୍ଷ ଚାଷୀ ଅର୍ନ୍ତଭୁକ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ