Masthead

ଖାତାକୁ ଆସିଲା ପିଏମ୍ କିଷାନ ଟଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚାଷୀଙ୍କ ପାଇଁ ଖୁସି ଖବର । ଚାଷୀଙ୍କ ଖାତାକୁ ଆସିଲା ପିଏମ୍ କିଷାନ ଟଙ୍କା । ବରାଣସୀରୁ ଶୁଭାରମ୍ଭ କରିଲେ ମୋଦୀ । ଆଜି ବରାଣସୀରୁ ଚାଷୀଙ୍କୁ ପିଏମ୍ କିଷାନ ଟଙ୍କା ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ପିଏମ୍ କିଷାନ ସମ୍ମାନ ନିଧି ଯୋଜନାର ଯୋଗ୍ୟ ଚାଷୀଙ୍କ ଆକାଉଣ୍ଟକୁ ୨୦ତମ କିସ୍ତି ପଠାଇଲେ କେନ୍ଦ୍ର ସରକାର । ପ୍ରତ୍ୟେକ ଯୋଗ୍ୟ ଚାଷୀଙ୍କ ଖାତାକୁ ଆସିଲା ୨ହଜାର ଟଙ୍କା । ମୋଟ ୯ କୋଟି ୭୦ ଲକ୍ଷରୁ ଉଦ୍ଦ୍ୱ ଚାଷୀଙ୍କ ଆକାଉଣ୍ଟକୁ ୨୦ ହଜାର ୫୦୦ କୋଟି ଟଙ୍କା ପ୍ରଦାନ କଲେ ମୋଦି । ପିଏମ୍ କିଷାନ ଯୋଜନାର ପ୍ରାୟ ୩୫ ଲକ୍ଷ ଚାଷୀ ଅର୍ନ୍ତଭୁକ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ