Masthead

ଯବାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଯବାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପଞ୍ଜାବ ଆଦମପୁର ଏୟାରବେସରେ ଭେଟିଲେ । ଯବାନଙ୍କୁ ଭେଟି ଆଲୋଚନା କଲେ ପ୍ରଧାନମନ୍ତ୍ରୀ । ଜବାବୀ ହମଲା ନେଇ ଅବଗତ କରାଇଲେ ବାୟୁସେନା ଅଧିକାରୀ । ଇଣ୍ଡିଆନ୍ ଏୟାରଫୋର୍ସର ବାୟୁବୀରଙ୍କ ସହ ସାକ୍ଷାତ କରି ଘଣ୍ଟାଏ ପର୍ୟ୍ୟନ୍ତ ପ୍ରଧାନମନ୍ତ୍ରୀ ଏୟାରବେସରେ ରହିଲେ ।

ଯବାନଙ୍କ ସହ କଥାବାର୍ତ୍ତା ହେଉଥିବା ସମୟରେ ପ୍ରଧାନମନ୍ତ୍ରୀ ହସୁଥିବାର ନଜର ଆସିଥିଲେ । ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କ ସହ ଯବାନମାନେ ଅନେକ ଫଟୋ ମଧ୍ୟ ଉଠାଇଥିଲେ ।

ପ୍ରଧାନମନ୍ତ୍ରୀଙ୍କ ସହ ଏୟାର୍ ଚିଫ୍ ମାର୍ଶଲ ଏପି ସିଂହ ମଧ୍ୟ ସାଙ୍ଗରେ ଥିଲେ । ପାକିସ୍ତାନ ସୀମା ନିକଟରେ ଥିବା ଏହି ଏୟାରବେସ୍ ଶତ୍ରୁଦେଶ ଉପରେ ଆକ୍ରମଣ କରିବା ପାଇଁ ଜଣାଶୁଣା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ