Masthead

ସଂସଦ ଭବନର ସେଣ୍ଟ୍ରାଲ ହଲ୍‌ରେ ଚାଲିଛି ଏନ୍‌ଡିଏର ସଂସଦୀୟ ଦଳ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରେ ଆରମ୍ଭ ହେଲା ଏନ୍‌ଡିଏର ସଂସଦୀୟ ଦଳ ବୈଠକ । ସଂସଦ ଭବନର ସେଣ୍ଟ୍ରାଲ ହଲ୍‌ରେ ଚାଲିଛି ବୈଠକ । ବୈଠକରେ ଏନ୍‌ଡିଏ ଅଂଶୀଦାର ନେତା ଓ ସାଂସଦ ସାମିଲ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ସଭାପତି ଜେପି ନଡ୍ଡା, ଅମିତ ଶାହ, ରାଜନାଥ ସିଂହଙ୍କ ସହ ବହୁ ବରିଷ୍ଠ ନେତା ସାମିଲ । ଏହା ସହ ଏନ୍‌ଡିଏ ଅଂଶୀଦାର ନେତା ଓ ସାଂସଦମାନେ ମଧ୍ୟ ସାମିଲ ହୋଇଛନ୍ତି । ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଧ୍ୟ ଏହି ବୈଠକରେ ଯୋଗ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବ୍ରହ୍ମପୁର R&B ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ଆଜି ବାଜିବ ଯୁଦ୍ଧ ସାଇରନ 🔴 ପାକିସ୍ତାନରେ ଲାଗୁ ହେଲା ବାଲ୍ୟ ବିବାହ ରୋକିବା ଆଇନ 🔴 କଟକରୁ ଚିହ୍ନଟ ହେଲା ପ୍ରଥମ କୋଭିଡ ଆକ୍ରାନ୍ତ 🔴 ED ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ 🔴 ଭିଜିଲାନ୍ସ ଜାଲରେ ଗ୍ରାମୀଣ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ 🔴 ଚୀନ ସିସିଟିଭିକୁ ଭାରତରେ ନା 🔴 ଖୁବଶୀଘ୍ର ପିଓକେ ଆମର ହେବ 🔴 ଶୀତଳଷଷ୍ଠୀ କୁ ୫୦ଲକ୍ଷ ଅନୁଦାନ 🔴 ୪୦ ବର୍ଷ ପରେ ମାଓ ମୁକ୍ତ ହେଲା ବସ୍ତର 🔴 ବ୍ରହ୍ମପୁର R&B ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ଆଜି ବାଜିବ ଯୁଦ୍ଧ ସାଇରନ 🔴 ପାକିସ୍ତାନରେ ଲାଗୁ ହେଲା ବାଲ୍ୟ ବିବାହ ରୋକିବା ଆଇନ 🔴 କଟକରୁ ଚିହ୍ନଟ ହେଲା ପ୍ରଥମ କୋଭିଡ ଆକ୍ରାନ୍ତ 🔴 ED ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ 🔴 ଭିଜିଲାନ୍ସ ଜାଲରେ ଗ୍ରାମୀଣ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ 🔴 ଚୀନ ସିସିଟିଭିକୁ ଭାରତରେ ନା 🔴 ଖୁବଶୀଘ୍ର ପିଓକେ ଆମର ହେବ 🔴 ଶୀତଳଷଷ୍ଠୀ କୁ ୫୦ଲକ୍ଷ ଅନୁଦାନ 🔴 ୪୦ ବର୍ଷ ପରେ ମାଓ ମୁକ୍ତ ହେଲା ବସ୍ତର