Masthead

ସଂସଦ ଭବନର ସେଣ୍ଟ୍ରାଲ ହଲ୍‌ରେ ଚାଲିଛି ଏନ୍‌ଡିଏର ସଂସଦୀୟ ଦଳ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରେ ଆରମ୍ଭ ହେଲା ଏନ୍‌ଡିଏର ସଂସଦୀୟ ଦଳ ବୈଠକ । ସଂସଦ ଭବନର ସେଣ୍ଟ୍ରାଲ ହଲ୍‌ରେ ଚାଲିଛି ବୈଠକ । ବୈଠକରେ ଏନ୍‌ଡିଏ ଅଂଶୀଦାର ନେତା ଓ ସାଂସଦ ସାମିଲ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ସଭାପତି ଜେପି ନଡ୍ଡା, ଅମିତ ଶାହ, ରାଜନାଥ ସିଂହଙ୍କ ସହ ବହୁ ବରିଷ୍ଠ ନେତା ସାମିଲ । ଏହା ସହ ଏନ୍‌ଡିଏ ଅଂଶୀଦାର ନେତା ଓ ସାଂସଦମାନେ ମଧ୍ୟ ସାମିଲ ହୋଇଛନ୍ତି । ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଧ୍ୟ ଏହି ବୈଠକରେ ଯୋଗ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା