Masthead

ପ୍ରାଣ ପ୍ରତିଷ୍ଠା ପାଇଁ ୧୧ ଦିନ ମୌନବ୍ରତ ରଖିବେ ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ଚାଲିଛି ପ୍ରସ୍ତୁତି। ଜାନୁଆରୀ ୨୨ ରେ ରାମଲାଲା ଭବ୍ୟ ମନ୍ଦିରରେ ବିରାଜମାନ କରିବେ । ଜାନୁଆରୀ ୨୨ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭବ୍ୟ ରାମ ମନ୍ଦିରର ଉଦ୍‌ଘାଟନ କରିବା ସହ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରିବେ। ଏଥିପାଇଁ ସେ ୧୧ ଦିନ ବ୍ରତ ରଖୁଛନ୍ତି ପ୍ରଧାନମନ୍ତ୍ରୀ । ଖାଲି ସେତିକି ନୁହେଁ ତଳେ ଶୋଇବା ସହ ୧୧ଦିନ ଧରି ମୌନ ବ୍ରତ ମଧ୍ୟ ରଖିବେ। ସକାଳେ ଶୀଘ୍ର ଉଠି ପ୍ରାର୍ଥନା, ଜପଧ୍ୟାନ ଆଦି କରିବେ। ମୋଦି ଶୁକ୍ରବାର ନାସିକର ପଞ୍ଚବଟୀ କ୍ଷେତ୍ରର ଗୋଦାବରୀ ତଟସ୍ଥିତ କଳା ରାମ ମନ୍ଦିରରୁ ନିଜ ବ୍ରତ ଆରମ୍ଭ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି