Masthead

ସମୁଦ୍ର ଭିତରକୁ ଯାଇ ଶ୍ରୀକୃଷ୍ଣଙ୍କୁ ପୂଜା କଲେ ପ୍ରଧାନମନ୍ତ୍ରୀ ମୋଦି

ଗୁଜରାଟ(ବଡ଼ ଖବର ବ୍ୟୁରୋ): ଗୁଜରାଟ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱାରକା ଯିବା ସହ ସେଠାରେ ପ୍ରଭୁ ଶ୍ରୀକୃଷ୍ଣଙ୍କୁ ପ୍ରାର୍ଥନା କରିଛନ୍ତି । ସମୁଦ୍ର ଭିତରକୁ ଯାଇ ଶ୍ରୀକୃଷ୍ଣଙ୍କୁ ପ୍ରାର୍ଥନା କରି ନଜର ଅନୁଭୂତିକୁ ସୋସିଆଲ ମିଡିଆରେ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ । ଏହି ଅବସରରେ ସେ କହିଛନ୍ତି ଯେ,’ ଏହି ଅଭିଜ୍ଞତା ମୋତେ ଭାରତର ଆଧ୍ୟାତ୍ମିକ ଏବଂ ଐତିହାସିକ ମୂଳଦୁଆ ସହିତ ଏକ ବିରଳ ଏବଂ ଗଭୀର ସଂଯୋଗ ପ୍ରଦାନ କରିଛି।’

ଏହି ଅନୁଭୂତି ବଖାଣିବାକୁ ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ଏକ୍ସ’ରେ ଏକ ପୋଷ୍ଟ କରି ଲେଖିଛନ୍ତି, ‘ବୁଡ଼ିଯାଇଥିବା ଦ୍ୱାରକା ସହରରେ ପ୍ରାର୍ଥନା କରିବା ଅତ୍ୟନ୍ତ ଈଶ୍ୱରୀୟ ଅନୁଭୂତି ଥିଲା। ମୁଁ ଆଧ୍ୟାତ୍ମିକ ଗୌରବ ଏବଂ ଅନନ୍ତ ଭକ୍ତିର ଏକ ପ୍ରାଚୀନ ଯୁଗ ସହିତ ସଂଯୁକ୍ତ ବୋଲି ଅନୁଭବ କଲି। ଭଗବାନ ଶ୍ରୀକୃଷ୍ଣ ଆମ ସମସ୍ତଙ୍କୁ ଆଶୀର୍ବାଦ କରନ୍ତୁ ବୋଲି ପିଏମ ମୋଦି ତାଙ୍କ ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା