Masthead

ଓଡ଼ିଶାକୁ ଗଡ଼ିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାକୁ ଗଡ଼ିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ । ବିଶାଖାପାଟଣା-ଭୁବନେଶ୍ବରକୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍‌ । ବନ୍ଦେ ଭାରତ ସହ ୨୭୪ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ । ଓଡ଼ିଶା ସମେତ ଦେଶରେ ୧୦ଟି ବନ୍ଦେ ଭାରତର ଶୁଭାରମ୍ଭ । ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହି ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଭୁବନେଶ୍ୱର-ବିଶାଖାପାଟଣା ମଧ୍ୟରେ ଚାଲିବ। ଏହି ଟ୍ରେନ ଖୋର୍ଦ୍ଧା ରୋଡ, ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ ରୋଡ ଏବଂ ବିଜ଼ୟନଗରମ୍ଠାରେ ରହିବ ଏବଂ ଶନିବାର ବ୍ୟତୀତ ସପ୍ତାହରେ ୬ଦିନ ଚାଲିବ।

ରେଲଓ୍ବେ ଭିତ୍ତିଭୂମିର ଅଭିବୃଦ୍ଧି ଏବଂ ଭାରତୀୟ ରେଳ ସଂଯୋଗୀକରଣ ପ୍ରକ୍ରିୟାର ବୃଦ୍ଧି ହେତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୮୫ହଜାର କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଦେଶର ବିଭିନ୍ନ ରେଳ ଷ୍ଟେସନରେ ଏକସଙ୍ଗେ ୧୦ ହଜାର ଲାଇଭ ସ୍କ୍ରିନ ମାଧ୍ୟମରେ ଭାରତର ୭୬୪ଟି ସ୍ଥାନରେ ଏହି କାର୍ୟ୍ୟକ୍ରମରେ ଯୋଗଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି