Masthead

୪ ଜୁନ୍‌ ପରେ ଓଡ଼ିଶା ବିକାଶର ଏକ ନୂଆ ରାସ୍ତାରେ ଚାଲିବ: ପ୍ରଧାନମନ୍ତ୍ରୀ

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): କେନ୍ଦ୍ରାପଡ଼ା ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣ । ୪ ଜୁନ୍‌ ପରେ ଓଡ଼ିଶା ବିକାଶର ଏକ ନୂଆ ରାସ୍ତାରେ ଚାଲିବ । ଆପଣ ସମସ୍ତଙ୍କଠାରୁ ଆଶୀର୍ବାଦ ନେବାକୁ ଆସିଛି । ଜୁନ୍‌ ୧୦ର ନିମନ୍ତ୍ରଣ ଦେବାକୁ ମୁଁ ଏଠାକୁ ଆସିଛି । ୧୦ ଜୁନ୍‌ରେ ବିଜେପିର ମୁଖ୍ୟମନ୍ତ୍ରୀ ଶପଥ ନେବେ । ବିଜେପି ମୁଖ୍ୟମନ୍ତ୍ରୀ ଏହି ମାଟିର ପୁଅ କିମ୍ବା ଝିଅ ହେବେ । ଓଡ଼ିଆ ସଂସ୍କୃତି ଉପରେ କବ୍‌ଜା ଚାହୁଁଥିବା ଗୋଷ୍ଠୀରୁ ମୁକ୍ତି ଚାହୁଁଛି ଓଡ଼ିଶା । ଓଡ଼ିଶା ଏଥର ଚାହୁଁଛି ଡବଲ ଇଂଜିନ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ