Masthead

୧୦ ତାରିଖରେ ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ୍‌ ସୋ’ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୦ ତାରିଖରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ୍‌ ସୋ’ । ୧୦ ତାରିଖ ସଂଧ୍ୟା ୬ଟାରେ ଭୁବନେଶ୍ବରରେ ଆରମ୍ଭ ହେବ ପ୍ରଧାନମନ୍ତ୍ରୀଙ୍କ ରୋଡ୍‌ ସୋ’ । ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ୍‌ ସୋ’ କରିବେ ପ୍ରଧାନମନ୍ତ୍ରୀ । ରୋଡ଼ ସୋ ରେ ଯୋଗ ଦେବାକୁ ଅଡିଓ ବାର୍ତ୍ତା ଦ୍ୱାରା ଜନସାଧାରଣଙ୍କୁ ଅପିଲ କଲେ ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ । ଗତକାଲି ବ୍ରହ୍ମପୁର ଓ ନବରଙ୍ଗପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରଣହୁଙ୍କାର ଦେଇଛନ୍ତି । ୪ ଜୁନରେ ଏକ୍ସପାଏରୀ ହେବ ବିଜେଡି ସରକାର । ୧୦ଜୁନରେ ଓଡ଼ିଶାରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ନେବା ନେଇ ଘୋଷଣା କରିଥିଲେ । ଓଡ଼ିଶାରେ ବିଜେଡି ହେବ ଅସ୍ତ, ଲୋକେ ବିଜେପି ଉପରେ ଆଶ୍ବସ୍ତ ହେବେ । ପ୍ରଧାନମନ୍ତ୍ରୀଙ୍କ ଏହି ଘୋଷଣା ପରେ ବିଜେଡି ଶିବିର ଏବେ ଥର ହର ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ