Masthead

ପ୍ରଧାନମନ୍ତ୍ରୀ ଜନ୍ତର ମନ୍ତରକୁ ଯାଇ ମହିଳା କୁସ୍ତିଯୋଦ୍ଧାଙ୍କ ମନର କଥା ଶୁଣନ୍ତୁ: କପିଲ ଶିବଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କୁ କଟାକ୍ଷ କରିଛନ୍ତି ବରିଷ୍ଠ ଆଇନଜୀବୀ କପିଲ ଶିବଲ । ୧୦୦ତମ ମନ କି ବାତ କାର୍ଯ୍ୟକ୍ରମକୁ ନେଇ କଟାକ୍ଷ କରିଛନ୍ତି । ଟ୍ୱିଟ କରି ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ଜନ୍ତର ମନ୍ତରକୁ ଯାଇ ମହିଳା କୁସ୍ତିଯୋଦ୍ଧାଙ୍କ ମନର କଥା ଶୁଣନ୍ତୁ । ଏହା ଦର୍ଶାଇବ ଯେ, ପ୍ରଧାନମନ୍ତ୍ରୀ ଲୋକଙ୍କ ଯନ୍ତ୍ରଣା ବୁଝିବାକୁ ଇଚ୍ଛୁକ।

କପିଲ ଶିବଲ ସୁପ୍ରିମକୋର୍ଟରେ ମହିଳା କୁସ୍ତିଯୋଦ୍ଧାମାନଙ୍କ ପକ୍ଷରୁ ମାମଲା ଲଢୁଛନ୍ତି । ସେ କହିଛନ୍ତି, ମନ କି ବାତ କାର୍ଯ୍ୟକ୍ରମର ୧୦୦ ତମ କାର୍ଯ୍ୟକ୍ରମ ପାଇଁ ଅଭିନନ୍ଦନ । ଯଦି ସମୟ ଅଛି ଜନ୍ତର ମନ୍ତର ଯାଆନ୍ତୁ, ଏବଂ ମହିଳା କୁସ୍ତି ଯୋଦ୍ଧାମାନଙ୍କ କଥା ଟିକେ ଶୁଣନ୍ତୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ