Masthead

ସ୍ୱଚ୍ଛ ଭାରତ ମିଶନ ସହରୀ-ଅମୃତ ୨.୦ର ଶୁଭାରମ୍ଭ କରିବେ ମୋଦି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବଚ୍ଛ ଭାରତ ମିଶନ ଅର୍ବାନ ୨.୦ ଓ ଅଟଳ ମିଶନ ନବୀକରଣ ଓ ସହରାଞ୍ଚଳ ବିକାଶ ୨.୦ ଶୁଭାରମ୍ଭ କରିବେ । ଆଜି ଦିନ ୧୧ଟା ସମୟରେ ଏହାକୁ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଏହି ୨ଟି ମିଶନ ଦେଶରେ ଥିବା ସମସ୍ତ ସହରକୁ ଆବର୍ଜନା ମୁକ୍ତ ଏବଂ ଜଳକୁ ସ୍ବଚ୍ଛ କରିବା ପାଇଁ କାର୍ଯ୍ୟ କରିବ ।

ଏହି ଗୁରୁତ୍ୱପୂର୍ଣ୍ଣ ଅଭିଯାନ ଦେଶରେ ଦ୍ରୁତ ସହରୀକରଣର ଆହ୍ଵାନକୁ ସଫଳତାର ସହ ମୁକାବିଲା କରିବା ଦିଗରେ ଏକ ପଦକ୍ଷେପ । ଏହି ଅଭିଯାନ ଗୁଡିକ ୨୦୩୦ର ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ କରିବାରେ ମଧ୍ୟ ସହାୟକ ହେବ ଏବଂ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେବ। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ