Masthead

କେନ୍ଦ୍ର କ୍ୟାବିନେଟରେ ସାମିଲ୍ ପାଇଁ ସମ୍ଭାବ୍ୟ ମନ୍ତ୍ରୀଙ୍କୁ ଗଲା ଫୋନ୍‌ କଲ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ତୃତୀୟ ଥର ପାଇଁ ଶପଥ ନେବେ ନରେନ୍ଦ ମୋଦି । ଶପଥ ଗ୍ରହଣ ପୂର୍ବରୁ ଏନଡିଏ ସହଯୋଗୀ ଏମ୍‌ପିମାନଙ୍କୁ ମନ୍ତ୍ରୀ କରିବା ପାଇଁ ଫୋନ୍‌ ଆସିବା ଆରମ୍ଭ ହୋଇଛି। ଟିଡିପି, ଏଲଜେପି (ଆର) ଏବଂ ଜେଡିୟୁ ଭଳି ଦଳର ଏମ୍‌ପିମାନେ କଲ ପାଇଛନ୍ତି। କେନ୍ଦ୍ର କ୍ୟାବିନେଟରେ ସାମିଲ୍ ପାଇଁ ସମ୍ଭାବ୍ୟ ମନ୍ତ୍ରୀଙ୍କୁ ଫୋନ୍ ଯାଇଥିବା ସୂଚନା । ଜିତନ ରାମ ମାନ୍‌ଝୀ ଓ ଅନୁପ୍ରିୟା ପଟେଲଙ୍କୁ ଫୋନ୍ ଯାଇଥିବା ସୂଚନା । ଟିଡିପିର ମୋହନ ନାଇଡୁ ଓ ପେମାସାନି ସାମିଲ୍ ହୋଇପାରନ୍ତି ।

ନୀତିନ ଗଡ଼କରି, ରାଜନାଥ ସିଂଙ୍କୁ ମିଳିପାରେ ମନ୍ତ୍ରୀ ପଦ । ଜୟନ୍ତ ଚୌଧୁରୀ ଓ ଚିରାଗ ପାଶୱାନଙ୍କୁ ବି ମିଳିପାରେ ମନ୍ତ୍ରୀ ପଦ । ପୀୟୁଷ ଗୋଏଲ୍, ମନୋହର ଖଟ୍ଟର ଓ ଅର୍ଜୁନ ରାମ ମେଘୱାଲଙ୍କୁ ଯାଇଛି ଫୋନ୍ କଲ୍ । ପୂର୍ବାହ୍ନ ସାଢ଼େ ୧୧ଟାରେ ନୂଆ ମନ୍ତ୍ରୀମାନଙ୍କୁ ଭେଟିବେ ମୋଦି । ଶିବରାଜ ଚୌହାନ, ସର୍ବାନନ୍ଦ ସୋନୱାଲ୍, ବାସଭରାଜ ବୋମ୍ମାଇଙ୍କୁ ଯାଇଛି ଫୋନ୍ । ଜଣଙ୍କ ପରେ ଜଣେ ନେତାଙ୍କୁ ପିଏମ୍‌ଓରୁ ଯାଉଛି ଫୋନ୍ କଲ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି