Masthead

ଜୁନ ୨୨ରେ ଆମେରିକା ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକା ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜୁନ ୨୨ରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ଓ ଫାଷ୍ଟ ଲେଡ଼ି ଜିଲ୍‌ ବାଇଡେନ୍‌ଙ୍କ ଆମନ୍ତ୍ରଣ କ୍ରମେ ନରେନ୍ଦ୍ର ମୋଦି ଆମେରିକା ଯିବେ । ପ୍ରଧାନମନ୍ତ୍ରୀଙ୍କ ସମ୍ମାନାର୍ଥେ ବାଇଡେନ୍‌ ଦମ୍ପତି ଏକ ନୈଶ୍ୟଭୋଜିର ଆୟୋଜନ କରିବେ। ମୋଦିଙ୍କ ଏହି ଗସ୍ତ ଭାରତ-ଆମେରିକା ସମ୍ପର୍କକୁ ଆହୁରି ବଢ଼ାଇବ ବୋଲି କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା