ରାତି ଅଧରେ ରାସ୍ତା ଯାଞ୍ଚ କଲେ ମୋଦି

ବାରଣାସୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀ ବାରାଣସୀରେ ପହଞ୍ଚିଛନ୍ତି। ଆଜି ସେ ଏଠାରେ ଅନେକ ବିକାଶମୂଳକ ପ୍ରକଳ୍ପ ଆରମ୍ଭ କରିବେ। ଏହାପୂର୍ବରୁ ସେ ହଠାତ୍‌ ମଧ୍ୟରାତ୍ରିରେ ଶିବପୁର-ଫୁଲୱରିଆ-ଲହରତାରା ରାସ୍ତା ଯାଞ୍ଚ କରିଥିଲେ। ଏହି ସମୟ ମଧ୍ୟରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ତାଙ୍କ ସହ ଥିଲେ।

ନିକଟରେ ଏହି ସେତୁ ଉଦଘାଟନ କରାଯାଇଛି। ୟୁପି ଦକ୍ଷିଣ ଭାଗରେ ରହୁଥିବା ପ୍ରାୟ ୫ ଲକ୍ଷ ଲୋକଙ୍କ ପାଇଁ ଏହା ବହୁତ ସାହାଯ୍ୟକାରୀ ହୋଇପାରିଛି। ୩୬୦ କୋଟି ଟଙ୍କା ବ୍ୟୟରେ ଏହି ସେତୁ ନିର୍ମାଣ କରାଯାଇଛି। ଏହା ଟ୍ରାଫିକ ସୁବିଧା କରିବାରେ ସାହାଯ୍ୟ କରୁଛି। ରାତି ପ୍ରାୟ ୧୧ଟାରେ ପ୍ରଧାନମନ୍ତ୍ରୀ ମୋଦୀ ଶିବପୁର-ଫୁଲୱାରିଆ-ଲହରତାରା ରାସ୍ତା ଯାଂଚ କରିବାକୁ ଯାଇଥିଲେ । ନିକଟରେ ଏହାର ଉଦଘାଟନ କରାଯାଇଥିଲା ।

୩୬୦ କୋଟି ଟଙ୍କା ବ୍ୟୟରେ ଏହାକୁ ନିର୍ମାଣ କରାଯାଇଛି । ଫଳରେ ଟ୍ରାଫିକ୍ ଭିଡ଼ କମିବାରେ ସହାୟକ ହେଉଛି । ସେହିପରି ବିଏଚ୍ୟୁରୁ ବିମାନବନ୍ଦର ପର୍ୟ୍ୟନ୍ତ ଯାତ୍ରା ଦୂରତା ୭୫ ମିନିଟରୁ ୪୫ ମିନିଟକୁ ହ୍ରାସ କରାଯାଉଛି । ବାରାଣସୀର ନାଗରିକଙ୍କ ଜୀବନକୁ ସହଜ କରିବା ପାଇଁ ଏହି ପ୍ରକଳ୍ପରେ ରେଳବାଇ ଏବଂ ପ୍ରତିରକ୍ଷା ସମେତ ଆନ୍ତଃ ମନ୍ତ୍ରଣାଳୟ ସମନ୍ୱୟ ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!