Masthead

ପ୍ରଧାନମନ୍ତ୍ରୀଙ୍କ ସବୁଠୁ ବଡ଼ ରୋଡ ଶୋ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ସବୁଠୁ ବଡ଼ ରୋଡ ଶୋ । ୨୮ କିମି ଯାଏ ହେବେ ଫୁଲ ବର୍ଷା । ଲଗାତାର ତୃତୀୟ ଥର ପାଇଁ ବାରାଣସୀ ସଂସଦୀୟ ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସବୁଠାରୁ ବଡ ରୋଡ ଶୋ’ କରିବେ। ବାବତପୁରରୁ ବରେକା ପର୍ଯ୍ୟନ୍ତ ୨୮ କିଲୋମିଟର ଲମ୍ବା ମାର୍ଗରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ଫୁଲ ବର୍ଷା ହେବ। ମୋଦି ମଧ୍ୟ ତାଙ୍କ କାରର ରୁଫଟଫରୁ ବାହାରକୁ ଆସି ଲୋକଙ୍କୁ ଅଭିବାଦନ ଜଣାଇବେ। ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ସଡକ ମାର୍ଗରେ ବିଜେପି ୧୬ଟି ପଏଣ୍ଟ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର