Masthead

ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, କରିବେ ମାରାଥନ୍ ପ୍ରଚାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଶେଷ ପର୍ଯ୍ୟାୟ ଭୋଟ ପାଇଁ ବିଜେପିର କେନ୍ଦ୍ର ନେତୃତ୍ୱଙ୍କ ମାରାଥନ ପ୍ରଚାର । ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାରିପଦା, ବାଲେଶ୍ୱର ଓ କେନ୍ଦ୍ରାପଡ଼ାରେ ଜନସଭାକୁ ସମ୍ବୋଧନ କରିବେ । ପ୍ରଥମେ ବାରିପଦା ପରେ ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।

ପ୍ରଥମେ ମଧ୍ୟାହ୍ନ ୧୨ଟା ୩୦ ମିନିଟରେବାରିପଦା ସ୍ଥିତ ଛଉ ପଡ଼ିଆରେ ବିଜୟ ସଂକଳ୍ପ ସମାବେଶ କାର୍ଯ୍ୟକ୍ରମରେ ଯୋଗଦେବେ। ପରେ ଅପରାହ୍ନ ୨ଟାରେ ବାଲେଶ୍ୱର ଗସ୍ତ କରି ରେମୁଣା ସ୍ଥିତ ନରହରି ପଡ଼ିଆରେ ଜନସଭାକୁ ସମ୍ବୋଧନ କରିବେ। ଶେଷରେ ପ୍ରଚାର ପାଇଁ କେନ୍ଦ୍ରାପଡ଼ା ଗସ୍ତ କରିବେ ପ୍ରଧାନମନ୍ତ୍ରୀ। ଅପରାହ୍ନ ୪ଟାରେ ବରୁଆ ପଡ଼ିଆରେ ବିଜୟ ସଂକଳ୍ପ ସମାବେଶ କାର୍ଯ୍ୟକ୍ରମରେ ଯୋଗଦେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି