Masthead

୨୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ୨୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ। ବ୍ରହ୍ମପୁର ଛତ୍ରପୁର ଠାରେ ଆୟୋଜିତ ଜନ ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେବା ପକ୍ଷ ଅବସରରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେବେ। ପରିବହନ ମନ୍ତ୍ରୀ ଏ ନେଇ ତଦାରଖ କରୁଛନ୍ତି। ନିଜେ ଯାଇ କାର୍ଯ୍ୟକ୍ରମର ସମୀକ୍ଷା କରିବେ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୁଜାରୀ। ଏହା ବାଦ ଦ୍ୱିତୀୟ କାର୍ଯକ୍ରମ ପାଇଁ ଅନୁରୋଧ କରାଯାଇଛି। କିନ୍ତୁ କାର୍ଯ୍ୟକ୍ରମ ଚୁଡାନ୍ତ ହୋଇ ନାହିଁ। ବର୍ଷକ ମଧ୍ୟରେ ୬ ଟି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବା ଓଡ଼ିଶା ପ୍ରତି ସ୍ଵତନ୍ତ୍ର ଦୃଷ୍ଟି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ