Masthead

ପିଏମ୍ ମୋଦିଙ୍କୁ ମିଳିଲା ଫିଜିର ସର୍ବୋଚ୍ଚ ନାଗରିକ ସମ୍ମାନ

ଫିଜିରେ ଅନୁଷ୍ଠିତ ଆଇଏଫପିଅଅଇସିର ଶୀଖର ସମ୍ମୀଳନୀରେ ଭାଗ ନେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପରେ ତାଙ୍କୁ ଫିଜିର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନରେ ଜି୭ ବୈଠକରେ ସାମିଲ ହେବା ପରେ ରବିବାର ପାପୁୟା ୟୁ ଗିନି ପହଞ୍ଚିଥିଲେ । ସେଠାରେ ସେ ଆଇଏଫପିଅଅଇସିର ତୃତୀୟ ଶୀଖର ସମ୍ମିଳନୀରେ ଭାଗ ନେଇଥିଲେ ।

ବୈଠକ ପରେ ପିଏମ ମୋଦି ଅନେକ ଦେଶର ନେତାଙ୍କୁ ଭେଟି ବନ୍ଧୁତାର ଆଉ ଏକ ପାଦ ଆଗକୁ ବଢାଇଥିଲେ । ଭାରତର ଏହି ସବୁ ପଦକ୍ଷେପ ପାଇଁ ଫିଜିର ପ୍ରଧାନମନ୍ତ୍ରୀ ପିଏମ ମୋଦିଙ୍କୁ ନିଜ ଦେଶର ସର୍ବୋଚ୍ଚ ସମ୍ମାନ କ୍ୟାମ୍ପେନିୟନ ଅଫ୍ ଦ ଅଡର ଅଫ୍ ଫିଜି ପ୍ରଦାନ କରିଛନ୍ତି । ବର୍ତ୍ତମାନ ସୁଦ୍ଧା କିଛି ଫିଜିବାସୀଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ