ଆସନ୍ତାବର୍ଷ ଲାଲକିଲାରୁ ନୁହେଁ ନିଜ ଘରୁ ପତାକା ଉତ୍ତୋଳନ କରିବେ ମୋଦି: ମଲ୍ଲିକାର୍ଜୁନ ଖଡଗେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର ଦାବି କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ବର୍ଷ ଲାଲକିଲାରୁ ନୁହେଁ ତାଙ୍କ ଘରେ ପତାକା ଉତ୍ତୋଳନ କରିବେ। ଆଜି ଅର୍ଥାତ୍ ୭୭ ତମ ସ୍ୱାଧୀନତା ଦିବସରେ ପ୍ରଧାନମନ୍ତ୍ରୀ ମୋଦି ୨୦୨୪ ଲୋକସଭା ନିର୍ବାଚନରେ ବିଜୟର ପୂର୍ବାନୁମାନ କରିଥିଲେ । ଏବଂ କହିଥିଲେ ଯେ ସେ ଆସନ୍ତା ବର୍ଷ ଏହି ଲାଲକିଲାରୁ ତ୍ରିରଙ୍ଗା ଉଡ଼ାଇବେ ।

ଏହାକୁ ନେଇ ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ୯୦ ମିନିଟର ଅଭିଭାଷଣରେ କହିଛନ୍ତି ସେ ଆସନ୍ତା ବର୍ଷ ପତାକା ଉତ୍ତୋଳନ କରିବେ । ପତାକା ଉତ୍ତୋଳନ ତ କରିବେ କିନ୍ତୁ ତାଙ୍କ ଘରେ କରିବେ । ଲାଲକିଲା ଆୟୋଜିତ କାର୍ଯ୍ୟକ୍ରମରେ କଂଗ୍ରେସ ସଭାପତି ମଲ୍ଲିକାଜ୍ଜୁର୍ନ ଖଡଗେ ଯୋଗ ଦେଇନଥିଲେ । ଏହି କାର୍ଯ୍ୟକ୍ରମରେ ତାଙ୍କର ଅନୁପସ୍ଥିତିକୁ ନେଇ ପ୍ରଶ୍ନ ଉଠିଥିବା ବେଳେ ମଲ୍ଲିକାର୍ଜୁନ ଖାଡଗେ କହିଥିଲେ ଯେ ତାଙ୍କୁ ତାଙ୍କ କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କରିବାକୁ ପଡିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’